2 ସେପ୍ଟେମ୍ବର 2019 ବୁଧବାର, ଆଜିର ରାଶିଫଳ– ମା ଦୁର୍ଗା ଙ୍କ କୃପା ରହିବ ଏହି ୪ଟି ରାଶି ଉପରେ

ରାଶିଫଳ ଗ୍ରହ ମାନଙ୍କ ଗତି ଏବଂ ନକ୍ଷତ୍ର ଆଧାରରେ ଗଠିତ . ଦୈନନ୍ଦିନ ଗ୍ରହ ସ୍ଥିତି ଆମର ଭବିଷ୍ୟତକୁ ପ୍ରଭାବିତ କରେ । ଏହି ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ ଶିକ୍ଷା ଏବଂ ବୈବାହିକ ଏବଂ ପ୍ରେମ ଜୀବନ ସହିତ ଜଡିତ ସମସ୍ତ ସୂଚନା ପାଇବେ । ଯଦି ଆପଣ ମଧ୍ୟ ଜାଣିବାକୁ ଚାହାଁନ୍ତି ଆଜିର ଦିନଟି ଆପଣଙ୍କ ପାଇଁ କିପରି ରହିବ, ତେବେ ରାଶିଫଳ 2 ସେପ୍ଟେମ୍ବର 2020 ପଢନ୍ତୁ ।

ମେଷ

ଆଜି ଆପଣଙ୍କୁ ବହୁତ ଧନ, ମାନ, ଯଶ ଏବଂ ସଫଳତା ମିଳିବ । ଆଜି ଆପଣ ଏମିତି ସ୍ଥିତିରେ ଅଛନ୍ତି, ଯେ ନିଜ ବିଚାରକୁ କାର୍ଯ୍ୟରେ ପରିଣତ କରିପାରିବେ । ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ । ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ । ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପରିବାରରେ କିଛି ମନମାଳିନ୍ୟ ହୋଇପାରେ । ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ, ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

ବୃଷ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ । ଘରର ବାତାବରଣରେ ସୁଖ-ଶାନ୍ତି ରହିବ, ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ

ମିଥୁନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ । ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ । ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ । ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

କର୍କଟ:–

ଯେଉଁ ବିଦ୍ୟାର୍ଥିମାନେ ଏପର୍ଯ୍ୟନ୍ତ କଠିନ ପରିଶ୍ରମ କରିଥିଲେ ସେମାନଙ୍କ ପାଇଁ ଏବେ ମୌଜ କରିବାର ସମୟ । ଆପଣ ପଢାପଢିରେ ଯେଉଁ ପରିଶ୍ରମ କରିଥିଲେ ତାହାର ଫଳ ଆପଣଙ୍କୁ ସଫଳତା ରୂପରେ ମିଳିବ । ଏହା ଆପଣଙ୍କୁ ଖୁସି ଆଣି ଦେବ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ । ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ । ଜଗନ୍ନାଥଙ୍କର ଆଶୀର୍ବାଦରେ ଶାରୀରିକ ଏବଂ ମାନସିକ ସୁଖ ରହିବ । ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ । ବ୍ୟାପାରିମାନଙ୍କ ଦ୍ଵାରା କାମର ମର୍ଯ୍ୟାଦା ହେବ, ଯାହା ଆପଣଙ୍କୁ ଅଧିକ ପ୍ରୋତ୍ସାହିତ କରିବ । ପଦୋନ୍ନତିର ଯୋଗ ଅଛି, ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ । ।

ସିଂହ

ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ । ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ । ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ । ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ । ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

କନ୍ୟା

ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ । ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ । ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ, ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ତୁଳା

ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି , ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ । କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ । ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । ସୁଖଦାୟକ ଘଟଣା ଘଟିବ । କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ । ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ, ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ବିଛା

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ । ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ । ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ, ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ । ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଦିନ ଶୁଭଫଳଦାୟୀ ଅଟେ । ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ । ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ, ତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମକର

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଏହାକୁ ଉପଭୋଗ କରିବେ ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ । ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ । ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ । ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ , ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ, ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

କୁମ୍ଭ

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ । ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

ମୀନ

ଆଜି ଆପଣ କୌଣସି ତୀର୍ଥଯାତ୍ରାକୁ ଯିବା ପାଇଁ ଭାବିବେ । ଆପଣଙ୍କ ଆତ୍ମା ଆଧ୍ୟାତ୍ମ ପ୍ରତି ଆକର୍ଷିତ ରହିବ , ଆଜି ଆପଣଙ୍କର ଜୀବନରେ ଧର୍ମର ମହତ୍ତ୍ୱକୁ ମଧ୍ୟ ଜାଣିବାକୁ ଚାହିଁବେ । ଏହି ରାସ୍ତାରେ ଚାଲିଲେ ଆପଣଙ୍କୁ ସୁଖ ମିଳିବ । । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ । ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ । ଗୃହସ୍ଥଜୀବନର ସମସ୍ୟା ଠିକ ହେବାପରି ପ୍ରତୀୟମାନ ହେବ । ସଂପତ୍ତି ସମ୍ବନ୍ଧୀତ କାର୍ଯ୍ୟର ଉଚିତ ମାର୍ଗ ମିଳିବ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *