Jyotish Shastra- ଶ୍ରାବଣ ମାସ ଶେଷ ହେବା ପୂର୍ବରୁ ମହାଦେବ ଏହି ୫ଟି ରାଶିରେ କରିବେ ଧନର ବର୍ଷା, ଦେଖନ୍ତୁ କଣ ଏଥିରେ ଆପଣଙ୍କ ରାଶି ଅଛି ?

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ହିନ୍ଦୁ ଧର୍ମ ରେ ଅନେକ ଦେବାଦେବୀ ଙ୍କୁ ପୂଜା ଅର୍ଚ୍ଚନା କରା ଯାଇଥାଏ । କିନ୍ତୁ ଦେବଙ୍କ ଦେବ ମହାଦେବ ଙ୍କ ର ମହିମା ଓ କୃପା କିଛି ନିଆରା । ମହାଦେବ ହେଉଛନ୍ତି ଅନାଦ ତାଙ୍କର ନା ଆରମ୍ଭ ଅଛି ନା ଅନ୍ତ ।

ସେ ହେଉଛନ୍ତି ସ୍ୱୟଂମ୍ଭୁ ତାଙ୍କର ଜନ୍ମ ନାହିଁ କି ମୃତ୍ୟୁ । ସେ ସୃଷ୍ଟି ର ବିନାଶକ ମଧ୍ୟ । ସେ ରୁଦ୍ର ବି ଆଉ ସେ ଶାନ୍ତ ଭୋଳାନାଥ ଭି । ତାଙ୍କ କ୍ରୋଧ ରୁ କେହି ବଞ୍ଚି ପାରିବେ ନାହିଁ ଏବଂ ତାଙ୍କୁ ଶାନ୍ତ କରିବା କିମ୍ବା ପ୍ରସନ୍ନ କରିବା ଅନ୍ୟ ଦେବୀ ଦେବତା ଙ୍କ ଠାରୁ ଅତି ସହଜ । ଭଗବାନ ଶିବ ସମୟ ସମୟ ରେ ନିଜର ଅନେକ ସ୍ୱରୂପ ଙ୍କ ର ଦର୍ଶନ ଦେଇଛନ୍ତି । ଶିବଙ୍କ ଭକ୍ତ ଙ୍କୁ ନା ମୃତ୍ୟୁ ର ଭୟ ଥାଏ ନା ରୋଗ ର ।

ମହାଦେବଙ୍କ ବାହନ ହେଉଛନ୍ତି ବୃଷଭ ସିଏ ସବୁବେଳେ ମହାଦେବ ଙ୍କ ପାଖରେ ରହିଥାନ୍ତି ଏବଂ ବୃଷଭ ଧର୍ମର ପ୍ରତୀକ ମଧ୍ୟ । ଶାସ୍ତ୍ର ଅନୁସାରେ କୁହାଯାଏ କି ଭଗବାନ ଶିଵଙ୍କ କୃପା ଯେ କୋୖଣସି ବ୍ୟକ୍ତି ଉପରେ ଥାଏ ତାର ସମସ୍ତ ଦୁଃଖ ଓ ଅସୁବିଧା ରୁ ମୁକ୍ତି ପାଇପାରିଥାଏ । ବର୍ତ୍ତମାନ ପ୍ରଭୁ ଭୋଳାନାଥ ଙ୍କ ଶ୍ରାବଣ ମାସ ଚାଲିଛି ।

ଏହି ଶ୍ରାବଣ ମାସ ଶେଷ ହେବା ପୂର୍ବରୁ ଦୀର୍ଘ ବର୍ଷ ପରେ ଏବେ ଏକ ଶୁଭ ସଂଯୋଗ ହେବ । ଯାହାର ପ୍ରଭାବ ରେ ରାଶିଚକ୍ର ର ବିଶେଷ ୫ଟି ରାଶିର ଭାଗ୍ୟ ଖୋଲିଯିବ । ମହାଦେବ ଙ୍କ କୃପା ସେହି ବିଶେଷ ରାଶି ମାନଙ୍କ ଉପରେ ସଦା ସର୍ବଦା ରହିବ । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।

୧- ମେଷ ରାଶି- ବନ୍ଧୁଗଣ ପ୍ରଥମ ରାଶି ହେଉଛି ‘ମେଷ ରାଶି’ । ଏହି ରାଶିର ବ୍ୟକ୍ତି ଙ୍କ ଉପରେ ମହାଦେବଙ୍କ ଅସୀମ କୃପା ରହିବ । ସେମାନେ ଅଚାନକ ଧନ ପ୍ରାପ୍ତ କରିବେ । ତାଙ୍କର ଅଟକି ଯାଇଥିବା ସବୁ କାମ ମଧ୍ୟ ସଫଳତାର ସହିତ ସମ୍ପୂର୍ଣ୍ଣ ହୋଇଯିବ । ଆର୍ଥିକ ସ୍ଥିତି ମଧ୍ୟ ଭଲ ରହିବ ଏବଂ ବ୍ୟବସାୟ ରେ ଉନ୍ନତି ହେବ ।

୨- କନ୍ୟା ରାଶି- ବନ୍ଧୁଗଣ ଦ୍ୱିତୀୟ ରାଶିଟି ହେଉଛି ‘କନ୍ୟା ରାଶି’ । ଏହି ରାଶିର ବ୍ୟକ୍ତି ମାନଙ୍କ ଉପରେ ମହାଦେବଙ୍କ କୃପା ଯୋଗୁଁ ଅନେକ ଖୁସି ଆସିବ ଏବଂ ଧନ ର ପ୍ରାପ୍ତି ମଧ୍ୟ ହେବ । ଯେଉଁମାନେ ବ୍ୟବସାୟ ରେ ଜଡ଼ିତ ଥାନ୍ତି ସେମାନେ ନିଜର ବ୍ୟବସାୟ ରେ ଉନ୍ନତି କରିବେ ଏବଂ ଅନେକ ନୂଆ ଅବସର ମଧ୍ୟ ପ୍ରାପ୍ତ ହେବ ।

୩- ତୁଳା ରାଶି- ବନ୍ଧୁଗଣ ତୃତୀୟ ରାଶି ହେଉଛି ‘ତୁଳା ରାଶି’ । ଏହି ରାଶି ର ଯେଉଁ ବ୍ୟକ୍ତି ମାନେ ଚାକିରୀ କରୁଛନ୍ତି ସେମାଙ୍କର ପଦୋନ୍ନତି ହେବ ଏବଂ ସବୁ କାର୍ଯ୍ୟ ରେ ସଫଳତା ମିଳିବ । ଜୀବନ ସାଥି ଙ୍କ ସହ ଖୁବ ମଧୁର ସମୟ କାଟିବେ ଏବଂ ବହୁତ ଖୁସି ରେ ମଧ୍ୟ ରହିବେ ଏବଂ ଏମାନଙ୍କୁ ନିଜର ପରିଶ୍ରମର ଉଚିତ ଫଳ ମଧ୍ୟ ମିଳିବ ।

୪- ସିଂହ ରାଶି- ବନ୍ଧୁଗଣ ଚତୁର୍ଥ ରାଶିଟି ହେଉଛି ‘ସିଂହ ରାଶି’ । ଏହି ରାଶି ର ବ୍ୟକ୍ତି ଙ୍କ ଉପରେ ମହାଦେବ ଙ୍କ କୃପା ଯୋଗୁଁ ସମସ୍ତ ଅଟକି ରହିଥିବା କାମ ସବୁ ସମ୍ପୂର୍ଣ୍ଣ ହେବ ଏବଂ ଚାକିରୀ ଖୋଜୁଥିଲେ ତାହା ମଧ୍ୟ ମିଳିବ । ପରିବାର ରେ ସମସ୍ତେ ଖୁସିରେ ରହିବେ ଓ ଆପଣଙ୍କୁ ଖୁବ ଲାଭର ପ୍ରାପ୍ତି ହେବ ।

୫- କୁମ୍ଭ ରାଶି- ବନ୍ଧୁଗଣ ପଞ୍ଚମ ରାଶି ହେଉଛି ‘କୁମ୍ଭ ରାଶି’ । ଏହି ରାଶି ର ବ୍ୟକ୍ତି ମାନଙ୍କ ଉପରେ ମହାଦେବଙ୍କ କୃପା ଯୋଗୁଁ ବ୍ୟବସାୟ ରେ ଖୁବ ଧନ ର ଲାଭ ହେବ । ସମାଜରେ ଖୁବ ସମ୍ମାନ ବଢିବ ଓ ନିଜ ଜୀଵନ ସାଥି ଙ୍କ ସହ ଭଲ ସମୟ ବିତାଇବେ ଓ ଖୁସିରେ ରହିବେ ।

ଚାକିରୀ କ୍ଷେତ୍ରରେ ମଧ୍ୟ ସଫଳ ମିଳିବ ଏବଂ ପଦୋନ୍ନତି ର ସମ୍ଭାବନା ରହିଛି । ସମସ୍ତ ଅସୁବିଧା ରୁ ମୁକ୍ତି ପାଇପାରିବେ । ଆପଣ ସମସ୍ତ ପ୍ରକାର ନକରାତ୍ମକ ଜିନିଷ ଠାରୁ ଦୂରରେ ରୁହନ୍ତୁ । ଏହାଦ୍ବାରା ଆପଣଙ୍କ ଜୀବନ ରେ ସକାରାତ୍ମକତା ଉର୍ଜା ର ସୃଷ୍ଟି ହେବ ଏବଂ ଆପଣ ଜୀବନ ରେ ଉନ୍ନତି ହାସଲ କରିବେ ।

ବନ୍ଧୁଗଣ ଆମେ ଆଶା କରୁଛୁ କି ଆପଣଙ୍କୁ ଏହି ଖବର ଭଲ ଲାଗିଥିବ । ତେବେ ଏହାକୁ ନିଜ ବନ୍ଧୁ ପରିଜନ ଙ୍କ ସହ ସେୟାର୍ ନିଶ୍ଚୟ କରନ୍ତୁ । ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରନ୍ତୁ ଧନ୍ୟବାଦ