Jyotish Shastra- ମିଠା ବାଣ୍ଟିବା ପାଇଁ ହେଇ ଯାଆନ୍ତୁ ରେଡି, କାହିଁକି ନା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ୬ ତି ରାଶିରେ ଲାଗିବ ଲଟେରୀ

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ମହାଦେବ ଙ୍କ ର ମହିମା ଓ କୃପା ସବୁଠାରୁ ନିଆରା ହୋଇଥାଏ । ମହାଦେବ ହେଉଛନ୍ତି ଅନାଦ ତାଙ୍କର ନା ଆରମ୍ଭ ଅଛି ନା ଅନ୍ତ । ସେ ହେଉଛନ୍ତି ସ୍ୱୟଂଭୁ ତାଙ୍କର ଜନ୍ମ ନାହିଁ କି ମୃ-ତ୍ୟୁ ।

ସେ ସୃଷ୍ଟି ର ବି-ନା-ଶ-କ ବି । ସେ ରୁଦ୍ର ବି ଆଉ ସେ ଶାନ୍ତ ଭୋଳାନାଥ ଭି । ତାଙ୍କ କ୍ରୋଧ ରୁ କେହି ବଞ୍ଚି ପାରିବେ ନାହିଁ ଏବଂ ତାଙ୍କୁ ଶାନ୍ତ କରିବା କିମ୍ବା ପ୍ରସନ୍ନ କରିବା ଅନ୍ୟ ଦେବୀ ଦେବତା ଙ୍କ ଠାରୁ ଅତି ସହଜ । ଭଗବାନ ଶିବ ସମୟ ସମୟ ରେ ନିଜର ଅନେକ ସ୍ୱରୂପ ଙ୍କ ର ଦର୍ଶନ ଦେଇଛନ୍ତି । ଶିବଙ୍କ ଭକ୍ତ ଙ୍କୁ ନା ମୃ-ତ୍ୟୁ ର ଭୟ ଥାଏ ନା ରୋଗ ର ।

ମହାଦେବଙ୍କ ବାହନ ହେଉଛନ୍ତି ବୃଷଭ ସିଏ ସବୁବେଳେ ମହାଦେବ ଙ୍କ ପାଖରେ ରହିଥାନ୍ତି ଏବଂ ବୃଷଭ ଧର୍ମର ପ୍ରତୀକ ମଧ୍ୟ । ଶାସ୍ତ୍ର ଅନୁସାରେ କୁହାଯାଏ କି ଭଗବାନ ଶିଵଙ୍କ କୃପା ଯେ କୋୖଣସି ବ୍ୟକ୍ତି ଉପରେ ଥାଏ ତାର ସମସ୍ତ ଦୁଃଖ ଓ ଅସୁବିଧା ରୁ ମୁକ୍ତି ପାଇପାରିଥାଏ । ସେହି ସମ୍ବନ୍ଧରେ ଆଜି ଆମେ ଚର୍ଚ୍ଚା କରିବାକୁ ଯାଉଛୁ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଶୁଭ ସଂଯୋଗ ଘଟିବାକୁ ଯାଉଛି ଯାହାର ପ୍ରଭାବ ରେ ରାଶିଚକ୍ର ର ୬ଟି ରାଶିର ଭାଗ୍ୟ ଖୋଲିଯିବ । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।

୧- ତୁଳା ରାଶି- ବନ୍ଧୁଗଣ ଏହି ରାଶିର ବ୍ୟକ୍ତି ଙ୍କ ଉପରେ ମହାଦେବଙ୍କ ଅସୀମ କୃପା ରହିବ । ସେମାନେ ଅଚାନକ ଧନ ପ୍ରାପ୍ତ କରିବେ । ତାଙ୍କର ଅଟକି ଯାଇଥିବା ସବୁ କାମ ମଧ୍ୟ ସଫଳତାର ସହିତ ସମ୍ପୂର୍ଣ୍ଣ ହୋଇଯିବ । ଆର୍ଥିକ ସ୍ଥିତି ମଧ୍ୟ ଭଲ ରହିବ ଏବଂ ବ୍ୟବସାୟ ରେ ଉନ୍ନତି ହେବ ।

୨- ମେଷ ରାଶି- ଏହି ରାଶିର ବ୍ୟକ୍ତି ମାନଙ୍କ ଉପରେ ମହାଦେବଙ୍କ କୃପା ଯୋଗୁଁ ଅନେକ ଖୁସି ଆସିବ ଏବଂ ଧନ ର ପ୍ରାପ୍ତି ମଧ୍ୟ ହେବ । ଯେଉଁମାନେ ବ୍ୟବସାୟ ରେ ଜଡ଼ିତ ଥାନ୍ତି ସେମାନେ ନିଜର ବ୍ୟବସାୟ ରେ ଉନ୍ନତି କରିବେ ଏବଂ ଅନେକ ନୂଆ ଅବସର ମଧ୍ୟ ପ୍ରାପ୍ତ ହେବ ।

୩- ସିଂହ ରାଶି- ଏହି ରାଶି ଅନ୍ତର୍ଗତ ଯେଉଁ ବ୍ୟକ୍ତି ମାନେ ଚାକିରୀ କରୁଛନ୍ତି ସେମାନଙ୍କର ପଦୋନ୍ନତି ହେବ ଏବଂ ସବୁ କାର୍ଯ୍ୟ ରେ ସଫଳତା ମିଳିବ । ଜୀବନ ସାଥି ଙ୍କ ସହ ଖୁବ ମଧୁର ସମୟ କାଟିବେ ଏବଂ ବହୁତ ଖୁସି ରେ ମଧ୍ୟ ରହିବେ । ଏମାନଙ୍କୁ ନିଜର ପରିଶ୍ରମର ଉଚିତ ଫଳ ମଧ୍ୟ ପ୍ରାପ୍ତ ହେବ ।

୪- ମକର ରାଶି- ଏହି ରାଶି ର ବ୍ୟକ୍ତି ଙ୍କ ଉପରେ ମହାଦେବ ଙ୍କ କୃପା ଯୋଗୁଁ ଅପୁର୍ଣ ରହିଥିବା କାମ ସବୁ ସମ୍ପୂର୍ଣ୍ଣ ହେବ ଏବଂ ଚାକିରୀ ଖୋଜୁଥିଲେ ତାହା ମଧ୍ୟ ମିଳିବ । ଏବଂ ପରିବାର ରେ ସମସ୍ତେ ଖୁସିରେ ରହିବେ । ଆପଣଙ୍କୁ ଅନେକ ଲାଭ ପ୍ରାପ୍ତି ହେବ ।

୫- କନ୍ୟା ରାଶି- ଏହି ରାଶି ର ବ୍ୟକ୍ତି ମାନଙ୍କ ଉପରେ ମହାଦେବଙ୍କ କୃପା ଯୋଗୁଁ ବ୍ୟବସାୟ ରେ ଖୁବ ଧନ ର ଲାଭ ହେବ ଏବଂ ସମାଜରେ ଖୁବ ସମ୍ମାନ ବଢିବ । ନିଜ ଜୀଵନ ସାଥି ଙ୍କ ସହ ଭଲ ସମୟ ବିତାଇବେ ଏବଂ ଖୁସିରେ ରହିବେ ।

୬- କୁମ୍ଭ ରାଶି- ଏହି ରାଶି ର ବ୍ୟକ୍ତି ଙ୍କ ଉପରେ ମହାଦେବ ଙ୍କ କୃପା ଯୋଗୁଁ ଧନ ଲାଭ ହେବ ଏବଂ ବହୁତ ଭଲ ସମୟ ଆସିବ । କର୍ମ କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ ଏବଂ ପଦୋନ୍ନତି ର ସମ୍ଭାବନା ରହିଛି । ସମସ୍ତ ଅସୁବିଧା ରୁ ମୁକ୍ତି ପାଇପାରିବେ । ଆପଣ ସମସ୍ତ ପ୍ରକାର ନକରାତ୍ମକ ଜିନିଷ ଠାରୁ ଦୂରରେ ରୁହନ୍ତୁ । ଏହାଦ୍ବାରା ଆପଣଙ୍କ ଜୀବନ ରେ ସକାରାତ୍ମକତା ଉର୍ଜା ର ସୃଷ୍ଟି ହେବ ଏବଂ ଆପଣ ଜୀବନ ରେ ଉନ୍ନତି ହାସଲ କରିବେ । ଆପଣଙ୍କ ଜୀବନ ସୁଖ ଓ ସମୃଦ୍ଧି ରେ ପରିପୂର୍ଣ୍ଣ ହୋଇଯିବ ।

ବନ୍ଧୁଗଣ ଆମେ ଆଶା କରୁଛୁ କି ଆପଣଙ୍କୁ ଏହି ଖବର ଭଲ ଲାଗିଥିବ । ତେବେ ଏହାକୁ ନିଜ ବନ୍ଧୁ ପରିଜନ ଙ୍କ ସହ ସେୟାର୍ ନିଶ୍ଚୟ କରନ୍ତୁ । ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରନ୍ତୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *