Jyotish Shastra- ଆସନ୍ତା କାଲି ଠାରୁ ଏହି 3 ଟି ରାଶିରେ ମହା ସଂଯୋଗ, ପ୍ରଭୁ ଶନିଦେବଙ୍କ କୃପାରୁ ଚମକିବ ଭାଗ୍ୟ

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଭଗବାନ ଶନିଦେବ ନ୍ୟାୟ ର ଦେବତା ଅଟନ୍ତି । କୌଣସି ବ୍ୟକ୍ତି ର କର୍ମ ଅନୁଯାୟୀ ହିଁ ଶନି ଦେବ ସେହି ବ୍ୟକ୍ତି କୁ ଫଳ ପ୍ରଦାନ କରିଥାନ୍ତି । ଯଦି କୌଣସି ବ୍ୟକ୍ତି ନିଜ ଜୀବନରେ ଭଲ କର୍ମ କରିଥାଏ ତେବେ ଶନିଦେବ ସେହି ବ୍ୟକ୍ତି ଙ୍କୁ ନିଶ୍ଚିତ ଭଲ ଫଳ ପ୍ରଦାନ କରିଥାନ୍ତି ଏବଂ ଯେଉଁ ବ୍ୟକ୍ତି ନିଜ ଜୀବନରେ ଖରାପ କର୍ମ କରିଥାଏ ସେହି ବ୍ୟକ୍ତି ଙ୍କୁ ଶନିଦେବ ତାର କର୍ମ ଅନୁସାରେ ନିଶ୍ଚିତ ଦଣ୍ଡିତ କରିଥାନ୍ତି ।

ଆପଣ ମାନଙ୍କୁ କହିବାକୁ ଚାହିଁବୁ, ଆସନ୍ତା ସମୟ ରେ ଭଗବାନ ଶନିଦେବ ରାଶିଚକ୍ର ର ୩ଟି ରାଶି ଙ୍କ ଉପରେ ପ୍ରସନ୍ନ ରହିବେ ଏବଂ ସେହି ବ୍ୟକ୍ତି ର ଜୀବନ ରେ ସୁଖ ସମୃଦ୍ଧି ସ୍ଥାପନ ହେବ ଏବଂ ସେହି ରାଶି ଥିବା ବ୍ୟକ୍ତି ଙ୍କ ଜୀବନ ଧନଧାନ୍ୟ ରେ ପରିପୂର୍ଣ୍ଣ ହେବ । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।

୧. ସିଂହ ରାଶି- ବନ୍ଧୁଗଣ ପ୍ରଥମ ରାଶି ହେଉଛି, ‘ସିଂହ ରାଶି’ । ଏହି ରାଶି ଶନିଦେବ ଙ୍କ ପ୍ରିୟ ରାଶି ଅଟନ୍ତି । ଏହି ରାଶି ମାନଙ୍କୁ ଭଗବାନ ଶନିଦେବ ଙ୍କ କୃପାଦୃଷ୍ଟି ଲାଭ ହେବ । ଏହି ରାଶିର ବ୍ୟକ୍ତି ମାନଙ୍କୁ ନିଜ ଜୀବନରେ ଥିବା ସମସ୍ତ ପ୍ରକାର ଧନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । କୌଣସି ଯାନବାହନ କ୍ରୟ କରିବାର ସମ୍ଭାବନା ରହିଛି । ଯେଉଁମାନେ ପ୍ରେମ ସମ୍ବନ୍ଧରେ ଅଛନ୍ତି ସେମାନଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଅନୁକୂଳ ରହିବ । ଏହି ରାଶିର ବ୍ୟକ୍ତି ମାନଙ୍କ ଆସୁଥିବା ସମୟ ଅତ୍ୟନ୍ତ ଆନନ୍ଦ ଦାୟକ ରହିବ ।

୨. ଧନୁ ରାଶି- ବନ୍ଧୁଗଣ ଦ୍ଵିତୀୟ ରାଶି ହେଉଛି, ‘ଧନୁ ରାଶି’ । ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଉପରେ ଶନି ଦେବ ଙ୍କ ଅଶେଷ କୃପାଦୃଷ୍ଟି ରହିବ । ଏମାନଙ୍କୁ ସମସ୍ତ କ୍ଷେତ୍ରରେ ଲାଭ ପ୍ରାପ୍ତ ହେବ ଏବଂ ଏମାନେ ଉନ୍ନତି ହାସଲ କରିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହି ସମୟ ବହୁତ ଉପଯୋଗୀ ରହିବ । ଛାତ୍ରଛାତ୍ରୀ ମାନେ ପରୀକ୍ଷା ରେ ସଫଳତା ହାସଲ କରିବେ ଏବଂ ଏହା ସହିତ ପ୍ରତିଯୋଗିତା ଓ ଖେଳକୁଦ ରେ ମଧ୍ୟ ଉନ୍ନତି ହାସଲ କରିବେ । କୌଣସି ଗୁପ୍ତ ଧନ ଲାଭ ହେବାର ସମ୍ଭାବନା ରହିଛି । ଏମାନଙ୍କ ମନ ପାଠରେ ଲାଗି ରହିବ । ସମସ୍ତ କାର୍ଯ୍ୟ ସଫଳ ଭାବରେ ସମ୍ପାଦନ ହେବ ।

୩. କୁମ୍ଭ ରାଶି- ବନ୍ଧୁଗଣ ତୃତୀୟ ରାଶି ହେଉଛି, ‘କୁମ୍ଭ ରାଶି’ । ଏହି ରାଶିର ବ୍ୟକ୍ତି ମାନଙ୍କ ଉପରେ ଭଗବାନ ଶନିଦେବ ଙ୍କ ବିଶେଷ କୃପାଦୃଷ୍ଟି ରହିବ । ଏହି ରାଶିର ବ୍ୟକ୍ତି ମାନଙ୍କ ଭାଗ୍ୟରେ ବିଦେଶ ଯାତ୍ରା ର ଯୋଗ ରହିଛି ଏବଂ ଏହା ସହିତ କୌଣସି ଧାର୍ମିକ ଅନୁଷ୍ଠାନ କୁ ମଧ୍ୟ ଏମାନେ ଯାତ୍ରା କରି ପାରିବେ । କୋର୍ଟ କଚେରୀ ମାମଲାରେ ନିଷ୍ପତ୍ତି ଆପଣଙ୍କ ପକ୍ଷ ରେ ରହିବ । ଧର୍ମ କର୍ମ କାର୍ଯ୍ୟ ରେ ରୁଚି ବଢ଼ିବ । ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି ।

ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଏବଂ ଜୀବନ ରେ ଥିବା ସମସ୍ତ ବାଧା ବିଘ୍ନ ଦୁର ହେବ । ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଘର ଓ ପରିବାର ରେ ଶାନ୍ତି ର ବାତାବରଣ ରହିବ ଏବଂ ଏମାନଙ୍କ ଜୀବନ ଧନଧାନ୍ୟ ରେ ପରିପୂର୍ଣ୍ଣ ହୋଇଯିବ । ଆମ ପୋଷ୍ଟଟି ଆପଣଙ୍କୁ ଭଲ ଲାଗିଥିଲେ ଲାଇକ, କମେଣ୍ଟ ଓ ସେୟାର କରନ୍ତୁ । ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରନ୍ତୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *