ଆପଣଙ୍କ ଦୁଃଖର ଦିନ ଶେଷ, ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ବଦଳିଯିବ ୭ଟି ରାଶିର ଭାଗ୍ୟ

ଓଁ ନମଃ ଶିବାୟ, ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ଏହି ୭ ଟି ରାଶିର ଭାଗ୍ୟ ଚମକିବାକୁ ଯାଉଛି । ଭଗବାନ ଶିବ ଆପଣଙ୍କ ଉପରେ ପ୍ରସନ୍ନ ଅଛନ୍ତି । ଭଗବାନ ଶିବଙ୍କ କୃପାରୁ ଆପଣଙ୍କୁ ଏହି ସପ୍ତାହରେ ସଫଳତା ମିଳିବାକୁ ଯାଉଛି । ଆପଣଙ୍କ ଜୀବନରେ ସମସ୍ତ ଦୁଃଖ ଏବଂ ଅସୁବିଧାର ଅନ୍ତ ହେବାକୁ ଯାଉଛି । ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଶତୃ ମାନେ ମଥାନତ କରିବେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କିନ୍ତୁ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ ।

ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ଉଚ୍ଚପ୍ରଶଂସିତ ହେବେ ।

ଭଲ କାମ କରି ସୁଖରେ ଦିନଟି ବିତାଇବେ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ ।

ଦୂରଯାତ୍ରାରେ ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେବ । ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତିି ସେଥିରେ ବହୁ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ବିଳମ୍ବରେ ସଫଳତା ପାଇବେ । ମନରେ ଆତ୍ମବିଶ୍ଵାସ ରଖନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ପାଇବେ । ତେବେ ଏହି ଭାଗ୍ୟବାନ ୭ଟି ରାଶି ହେଉଛନ୍ତି, କର୍କଟ, ତୁଳା, ବିଛା, କନ୍ୟା, ମେଷ, ମକର, ମୀନ ରାଶି ।

ଭଗବାନ ଶିବଙ୍କ କୃପାରୁ ଆପଣଙ୍କ ଜୀବନରେ ସମସ୍ତ ଅସୁବିଧାର ଅନ୍ତ ହେବାକୁ ଯାଉଛି । ଆପଣଙ୍କ ଜୀବନରେ ସଫଳତାର ମାର୍ଗ ଖୋଲିବାକୁ ଯାଉଛି । ଆମ ପେଜକୁ ଲାଇକ କରି ଦିଅନ୍ତୁ । ଆମେ ସବୁ ସମୟରେ କିଛି କାମରେ ଆସିବା ଭଳି ଲେଖା ଆଣି ଥାଉ । ଯାହା ଫଳରେ ସେ ସବୁ ଆପଣ ପାଇ ପାରିବେ । ଲେଖାଟି କେମିତି ଲାଗିଲା ନିଜ ମତାମତ ଜଣାନ୍ତୁ ଓ ଅନ୍ୟମାନଙ୍କ ସହ ସେଆର କରନ୍ତୁ ।

Leave a Reply

Your email address will not be published. Required fields are marked *