1 ଏପ୍ରିଲ 2021 ଗୁରୁବାର, ଆଜିର ରାଶିଫଳ- ମା ଲକ୍ଷ୍ମୀଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

୧ – ମେଷ

ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୨ – ବୃଷ

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଲାଭବାନ୍ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୩ – ମିଥୁନ

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪ – କର୍କଟ

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୫ – ସିଂହ

ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ ।

୬ – କନ୍ୟା

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୭ – ତୁଳା

ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮ – ବିଚ୍ଛା

ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

୯ – ଧନୁ

ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହୋଇ ଅର୍ଥଲାଭର ମାର୍ଗ ଖୋଲିଯିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

୧୦ – ମକର

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଶୁଭ ସମାଚାର ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ଧନ ଲାଭ ହେବାରୁ ମନଖୁସି ରହିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୧ – କୁମ୍ଭ

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆଳସ୍ୟ ବୃଦ୍ଧିପାଇବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୨ – ମୀନ

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର–ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

Leave a Reply

Your email address will not be published. Required fields are marked *