21 ଅକ୍ଟୋବର 2020 ବୁଧବାର, ଆଜିର ରାଶିଫଳ- ଆଜିଠୁ ଏହି ୪ଟି ରାଶି ହେଇଯିବେ ମାଲାମାଲ

ମେଷ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପାରିବାରିକ ସ୍ଥିତି ସୁଧିରିଯିବ ଓ ଆର୍ଥିକ ଉନ୍ନତି ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କନ୍ୟା-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି । କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

Leave a Reply

Your email address will not be published. Required fields are marked *