ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ଆଜି ଆମେ ଆପଣଂକୁ ଏଭଳି ୫ଟି ରାଶି ଙ୍କ ସମ୍ବନ୍ଧରେ କହିବୁ ଯେଉଁ ମାନଙ୍କ ଉପରେ ଭଗବାନ ଶନିଦେବ ଙ୍କ କୃପାଦୃଷ୍ଟି ଯୋଗୁଁ ଧନର ବର୍ଷା ହେବାକୁ ଯାଉଛି।
ବନ୍ଧୁଗଣ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଭଗବାନ ଶନିଦେବ ହେଉଛନ୍ତି ନ୍ୟାୟ ର ଦେବତା ଅଟନ୍ତି। କୌଣସି ବ୍ୟକ୍ତି ର କର୍ମ ଅନୁଯାୟୀ ହିଁ ଶନି ଦେବ ସେହି ବ୍ୟକ୍ତି କୁ ଫଳ ପ୍ରଦାନ କରିଥାନ୍ତି।
ଯଦି କୌଣସି ବ୍ୟକ୍ତି ନିଜ ଜୀବନରେ ଭଲ କର୍ମ କରିଥାଏ ତେବେ ଶନିଦେବ ସେହି ବ୍ୟକ୍ତି ଙ୍କୁ ନିଶ୍ଚିତ ଭଲ ଫଳ ପ୍ରଦାନ କରିଥାନ୍ତି ଏବଂ ଯେଉଁ ବ୍ୟକ୍ତି ନିଜ ଜୀବନରେ ଖରାପ କର୍ମ କରିଥାଏ ସେହି ବ୍ୟକ୍ତି ଙ୍କୁ ଶନିଦେବ ତାର କର୍ମ ଅନୁସାରେ ନିଶ୍ଚିତ ଦଣ୍ଡିତ କରିଥାନ୍ତି। ତେବେ ଆସନ୍ତା କାଲି ଠାରୁ ମାତାଲକ୍ଷ୍ମୀ ଓ ଶନିଦେବ ଏକତ୍ର ୫ଟି ରାଶି ଙ୍କ ଉପରେ ପ୍ରସନ୍ନ ରହିବେ ଏବଂ ସେହି ବ୍ୟକ୍ତି ର ଜୀବନ ରେ ସୁଖ ସମୃଦ୍ଧି ସ୍ଥାପନ ହେବ ଏବଂ ସେହି ରାଶି ଥିବା ବ୍ୟକ୍ତି ଙ୍କ ଜୀବନ ଧନଧାନ୍ୟ ରେ ପରିପୂର୍ଣ୍ଣ ହେବ। ତେବେ ବନ୍ଧୁଗଣ ଆସନ୍ତୁ ସେହି ରାଶି ମାନଙ୍କ ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା।
୧. ମେଷ ରାଶି- ବନ୍ଧୁଗଣ ପ୍ରଥମ ରାଶି ହେଉଛି, ‘ମେଷ ରାଶି’।ଆସନ୍ତା କାଲି ଠାରୁ ଏହି ରାଶି ମାନଙ୍କୁ ଭଗବାନ ଶନିଦେବ ଙ୍କ କୃପାଦୃଷ୍ଟି ଲାଭ ହେବ। ଏହି ରାଶିର ବ୍ୟକ୍ତି ମାନଙ୍କୁ ନିଜ ଜୀବନରେ ଥିବା ସମସ୍ତ ପ୍ରକାର ଧନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ।କୌଣସି ଯାନବାହନ କ୍ରୟ କରିବାର ସମ୍ଭାବନା ରହିଛି। ଯେଉଁମାନେ ପ୍ରେମ ସମ୍ବନ୍ଧରେ ଅଛନ୍ତି ସେମାନଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଅନୁକୂଳ ରହିବ। ଏହି ରାଶିର ବ୍ୟକ୍ତି ମାନଙ୍କ ଆସୁଥିବା ସମୟ ଅତ୍ୟନ୍ତ ଆନନ୍ଦ ଦାୟକ ରହିବ।ଏହି ରାଶି ନିଜର ଶତ୍ରୁ ମାନଙ୍କ ଉପରେ ବିଜୟ ହାସଲ କରିବେ।
୨. କର୍କଟ ରାଶି- ବନ୍ଧୁଗଣ ଦ୍ଵିତୀୟ ରାଶି ହେଉଛି, ‘କର୍କଟ ରାଶି’। ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଉପରେ ଶନି ଦେବ ଙ୍କ ଅଶେଷ କୃପାଦୃଷ୍ଟି ରହିବ। ଏମାନଙ୍କୁ ସମସ୍ତ କ୍ଷେତ୍ରରେ ଲାଭ ପ୍ରାପ୍ତ ହେବ ଏବଂ ଏମାନେ ଉନ୍ନତି ହାସଲ କରିବେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହି ସମୟ ବହୁତ ଉପଯୋଗୀ ରହିବ। ଛାତ୍ରଛାତ୍ରୀ ମାନେ ପରୀକ୍ଷା ରେ ସଫଳତା ହାସଲ କରିବେ ଏବଂ ଏହା ସହିତ ପ୍ରତିଯୋଗିତା ଓ ଖେଳକୁଦ ରେ ମଧ୍ୟ ଉନ୍ନତି ହାସଲ କରିବେ। କୌଣସି ଗୁପ୍ତ ଧନ ଲାଭ ହେବାର ସମ୍ଭାବନା ରହିଛି।ଏମାନଙ୍କ ମନ ପାଠରେ ଲାଗି ରହିବ। ସମସ୍ତ କାର୍ଯ୍ୟ ସଫଳ ଭାବରେ ସମ୍ପାଦନ ହେବ।
୩. ବିଚ୍ଛା ରାଶି- ବନ୍ଧୁଗଣ ତୃତୀୟ ରାଶି ହେଉଛି, ‘ବିଚ୍ଛା ରାଶି’। ଏହି ରାଶିର ବ୍ୟକ୍ତି ମାନଙ୍କ ଉପରେ ଭଗବାନ ଶନିଦେବ ଙ୍କ ବିଶେଷ କୃପାଦୃଷ୍ଟି ରହିବ। ଏହି ରାଶିର ବ୍ୟକ୍ତି ମାନଙ୍କ ଭାଗ୍ୟରେ ବିଦେଶ ଯାତ୍ରା ର ଯୋଗ ରହିଛି ଏବଂ ଏହା ସହିତ କୌଣସି ଧାର୍ମିକ ଅନୁଷ୍ଠାନ କୁ ମଧ୍ୟ ଏମାନେ ଯାତ୍ରା କରି ପାରିବେ।କୋର୍ଟ କଚେରୀ ମାମଲାରେ ନିଷ୍ପତ୍ତି ଆପଣଙ୍କ ପକ୍ଷ ରେ ରହିବ। ଧର୍ମ କର୍ମ କାର୍ଯ୍ୟ ରେ ରୁଚି ବଢ଼ିବ। ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି।ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଏବଂ ଜୀବନ ରେ ଥିବା ସମସ୍ତ ବାଧା ବିଘ୍ନ ଦୁର ହେବ। ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଘର ଓ ପରିବାର ରେ ଶାନ୍ତି ର ବାତାବରଣ ରହିବ ଏବଂ ଏମାନଙ୍କ ଜୀବନ ଧନଧାନ୍ୟ ରେ ପୂର୍ଣ ହୋଇଯିବ।
୪. ଧନୁ ରାଶି- ବନ୍ଧୁଗଣ ଚତୁର୍ଥ ରାଶିଟି ହେଉଛି, ‘ଧନୁ ରାଶି’।ଏହି ରାଶି ର ବ୍ୟକ୍ତି ବିଶେଷ ଙ୍କ ଉପରେ ଭଗବାନ ଶନିଦେବ ଙ୍କ ଅଶେଷ କୃପା ଦୃଷ୍ଟି ରହିବ। ଖାସ କରି ଏହି ରାଶି ଥିବା ବ୍ୟାପାରୀ ମାନେ ବ୍ୟାପାର କ୍ଷେତ୍ରରେ ସଫଳତା ହାସଲ କରିବେ। ସଫଳତା ହାସଲ କରିବାର ନୂତନ ମାର୍ଗ ସୃଷ୍ଟି ହେବ। କାର୍ଯ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ଏବଂ ଭଗବାନ ଶନିଦେବ ଙ୍କ କୃପାରୁ କାରବାର ରେ ଲାଭ ପ୍ରାପ୍ତ ହେବ।
୫. କୁମ୍ଭ ରାଶି- ବନ୍ଧୁଗଣ ପଞ୍ଚମ ରାଶିଟି ହେଉଛି, ‘କୁମ୍ଭ ରାଶି’। ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଉପରେ ଭଗବାନ ଶନିଦେବ ପ୍ରସନ୍ନ ରହିବେ। ଏମାନଙ୍କ ଜୀବନର ସମସ୍ତ ବାଧାବିଘ୍ନ ଦୂର ହେବ। ପ୍ରେମ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ ଭଗବାନ ଶନିଦେବ ଙ୍କ କୃପା ରୁ ଏହି ରାଶି ଥିବା ବ୍ୟକ୍ତି ମାନେ ନୂତନ ଘର କ୍ରୟ କରିବାର ସମ୍ଭାବନା ମଧ୍ୟ ରହିଛି।
ବନ୍ଧୁଗଣ ଆମେ ଆଶା କରୁଅଛୁ କି ଆପଣଙ୍କୁ ଏହି ପୋଷ୍ଟ ନିଶ୍ଚିତ ଭଲ ଲାଗିଥିବ। ଏଭଳି ଅଧିକ ଖବର ପାଇଁ ଆମ କୁ ଲାଇକ ଏବଂ ଫଲୋ ନିଶ୍ଚିତ କରନ୍ତୁ ଧନ୍ୟବାଦ।