ନମସ୍କାର ବନ୍ଧୁଗଣ ଆପଣଙ୍କୁ ଏଠାରେ ସ୍ୱାଗତ। ବନ୍ଧୁଗଣ ଜ୍ୟୋତିଷଶାସ୍ତ୍ର ଅନୁସାରେ ଆଜି ଠାରୁ ଚନ୍ଦ୍ର ନିଜର ପ୍ରଭାବ ଏହି ୫ଟି ରାଶି ଉପରେ ପକାଇବାକୁ ଯାଉଛନ୍ତି। ବୃହସ୍ପତି ଙ୍କ ଚଳନ ନବମ ଗୃହକୁ ହେବାରୁ ଏହି ୫ଟି ରାଶି ର ଭାଗ୍ୟ ଆଜିଠାରୁ ବଦଳିଯିବାକୁ ଯାଉଛି। ମହାଦେବଙ୍କ କୃପାରୁ ଏହି ରାଶି ଗୁଡିକ ଆଗାମୀ ଦିନରେ ସଫଳତା ର ଉଚ୍ଚ ସିଢି ଚଢ଼ିବାକୁ ଯାଉଛନ୍ତି। ନୂଆ ବର୍ଷରୁ ଶନିଦେଵଙ୍କର କୃପା ଦୃଷ୍ଟି ମଧ୍ୟ ଏହି ରାଶି ଗୁଡିକ ଉପରେ ବଜାୟ ରହିବ ଫଳରେ ଏମାନଙ୍କ ଜୀବନରେ ୨୦୨୧ ମସିହାରେ କୌଣସି ଦୁଃଖ ଆସିବ ନାହିଁ।ଜ୍ୟୋତିଷଶାସ୍ତ୍ର ଅନୁସାରେ ୨୦୨୧ ମସିହାରେ ମହାଦେବଙ୍କ କୃପାରୁ ଏହି ୫ଟି ରାଶିରେ ବୃହସ୍ପତି ଯୋଗ ହେବାକୁ ଯାଉଛି ଯାହା ଫଳ ରେ ଏହି ରାଶି ଗୁଡ଼ିକ ଆଗାମୀ ଦିନରେ ପ୍ରଚୁର ଧନ ଲାଭ ହେବାକୁ ଯାଉଛି।
ଧନୁରାଶି :- କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ ।ସନ୍ତାନ ଯୋଗେ ଆନନ୍ଦିତ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ।
ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ।
ବିଛା ରାଶି :
ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ ।ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପନିପରିବା ଫସଲ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଲେ ସମୟ ଆନନ୍ଦମୟ ହେବ। ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ।
ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ।ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତିକୁ ଯେତେ ଜଟିଳ ମନେ କରିଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । ଅଫିସର ବାତାବରଣ ସୁସ୍ଥ ରହିବ ।
ମେଷ ରାଶି :
ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ସ୍ଵାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି । ପାରିବାରିକ ସମସ୍ୟାର ସମାଧାନ ନିମନ୍ତେ ନିକଟ ସମ୍ପର୍କୀୟମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି ।
କଠିନ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ବୈବାହିକ ଜୀବନରେ ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ ସୁସମ୍ବାଦ ପ୍ରାପ୍ତି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ।
ମକର ରାଶି :
କର୍ତ୍ତବ୍ୟ ଅନୁସାରେ ନିଜ କାର୍ଯ୍ୟକୁ ସୂଚାରୁ ରୂପେ କରିଚାଳନ୍ତୁ । ଯେପରି ଚିନ୍ତା କରୁଛନ୍ତି ଠିକ୍ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡିବ । ନୂତନ ବନ୍ଧୁ ସମ୍ପର୍କରେ ଆବଦ୍ଧ ହେବ ଓ ଆପଣଙ୍କ ସୁଚିନ୍ତିତ କାର୍ଯ୍ୟଧାରା, କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ । ବ୍ୟବସାୟ ବାଣିଜ୍ୟରେ ଲାଭ ନ ହେଲେ ମଧ୍ୟ କ୍ଷତିର ସମ୍ମୁଖୀନ ହେବାକୁ ପଡିବ ନାହିଁ ।
ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ କଥା ହୋଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ର ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।
ମୀନ ରାଶି :
ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ପରିବାରରେ ସୁଖ ଶାନ୍ତି ମିଳିବ। ଷ୍ଟକ୍ ଓ ମିଚ୍ୟୁଆଲ୍ଫଣ୍ତରେ ପୁଞ୍ଜି ନିବେଶ ଲାଭଦାୟକ ସାବ୍ୟସ୍ତ ହେବ । ସାମାଜିକ ସ୍ତରରେ ସମ୍ମାନ ବଳବତ୍ତର ରହିବ ଓ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସାମ୍ନାରେ ମନର କଥାଟିକୁ ପ୍ରକାଶ କରିପାରିବେ ନାହିଁ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ସ୍ଵାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି । ପାରିବାରିକ ସମସ୍ୟାର ସମାଧାନ ନିମନ୍ତେ ନିକଟ ସମ୍ପର୍କୀୟମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ ।
ଆମେ ଆଶା କରୁଛୁ ଏହା ଆପଣଙ୍କୁ ବହୁତ ଭଲ ଲାଗିଥିବ। ଭଲ ଲାଗିଥିଲେ ଗୋଟିଏ ଲାଇକ ଓ ଶେୟାର କରିବେ ଓ ଆଗକୁ ଜ୍ଯୋତିଷ ଶାସ୍ତ୍ର ସମ୍ବନ୍ଧୀୟ ଅଧିକ ପୋସ୍ଟ ପଢିବା ପାଇଁ ଆମ ପେଜକୁ ଲାଇକ କରିବେ । ଧନ୍ୟବାଦ