ଭଗବାନ ଶିବ ଭାରି ଦୟାଳୁ । ଅଳ୍ପରେ ସନ୍ତୁଷ୍ଟ ସେ ଆଶୁତୋଷ । ଭକ୍ତିରେ ପ୍ରସନ୍ନ ହେଲେ ସେ ନିଜ ଭକ୍ତ ଙ୍କୁ ସବୁ କିଛି ଦେଇ ଦିଅନ୍ତି ତେଣୁ ତାଙ୍କୁ ଭୋଳାନାଥ କୁହାଯାଏ । ଆଜି ଠାରୁ ଭଗବାନ ଶିବଙ୍କ କୃପା ଯୋଗୁଁ ଏହି ସାତ ଟି ରାଶିର ଭାଗ୍ୟ ପରିବର୍ତ୍ତନ ହେବାକୁ ଯାଉଛି ।
ଆପଣଙ୍କ ଜୀବନରେ ଏହି ଦୀପାବଳି ଠାରୁ ସୌଭାଗ୍ୟର ଉଦୟ ହେବାକୁ ଯାଉଛି । ଶାରୀରିକ କଷ୍ଟ ଦୂରେଇ ଯିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ମାନସିକ ଅଶାନ୍ତି ଦୂର ହେବ ।
ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।
ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।
କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ ।
ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ ।
ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ତେବେ ଏହି ଭାଗ୍ୟଶାଳୀ ରାଶି ଗୁଡିକ ହେଉଛନ୍ତି । ମେଷ, ମକର, କର୍କଟ, ତୁଳା, କନ୍ୟା, ଧନୁ, ମୀନ ରାଶି । ମହାଦେବ ଙ୍କ କୃପା ପାଇଁ ନିଶ୍ଚୟ ଭକ୍ତିରେ ଲେଖନ୍ତୁ ଓଁ ନମଃ ଶିବାୟ ।
ଆମ ପେଜକୁ ଲାଇକ କରି ଦିଅନ୍ତୁ । ଆମେ ସବୁ ସମୟରେ କିଛି କାମରେ ଆସିବା ଭଳି ଲେଖା ଆଣି ଥାଉ । ଯାହା ଫଳରେ ସେ ସବୁ ଆପଣ ପାଇ ପାରିବେ । ଲେଖାଟି କେମିତି ଲାଗିଲା ନିଜ ମତାମତ ଜଣାନ୍ତୁ ଓ ଅନ୍ୟମାନଙ୍କ ସହ ସେଆର କରନ୍ତୁ ।