Jyotish Shastra- ୧୦ ଜୁନ ୨୦୨୧, ସୂର୍ଯ୍ୟ ପରାଗରେ ଶନିଙ୍କର ବକ୍ରଦୃଷ୍ଟି, ଏହି ୪ ଟି ରାଶି ହେବେ କୋଟିପତି

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ଆପଣ ମାନେ ତ ଜାଣିଛନ୍ତି ପ୍ରତ୍ୟେକ ବ୍ୟକ୍ତି ର ଜୀବନ ରେ ରାଶି ର ପ୍ରମୁଖ ଭୂମିକା ରହିଛି । ମନୁଷ୍ୟ ନିଜର ରାଶି ଦ୍ୱାରା ହିଁ ନିଜ ଭବିଷ୍ୟତ ସମ୍ବନ୍ଧରେ ଜାଣି ପାରିଥାଏ ।

ରାଶି ଗ୍ରହର ଚଳନ ର ଭୂମିକା ମନୁଷ୍ୟ ଜୀବନ ରେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ହୋଇଥାଏ । ତେବେ ଆସନ୍ତା ସୂର୍ଯ୍ୟ ପରାଗ (୧୦ ଜୁନ) ରେ ରାଶି ଙ୍କ ଗ୍ରହର ଚଳନ ରେ ପରିବର୍ତ୍ତନ ହେବାକୁ ଯାଉଛି । ଏହି ପରିବର୍ତ୍ତନ ଯୋଗୁଁ ରାଶିଚକ୍ର ର ୪ଟି ରାଶି ଙ୍କ ଜୀବନ ରେ ବିଭିନ୍ନ ପରିବର୍ତ୍ତନ ର ଆଗମନ ହେବ । ତେବେ ଆସନ୍ତୁ ଜାଣିବା ସେହି ରାଶି ଗୁଡ଼ିକ କଣ ଏବଂ ସେମାନଙ୍କ ଜୀବନ ରେ କଣ ସବୁ ପରିବର୍ତ୍ତନ ଘଟିବାକୁ ଯାଉଛି ।

୧. କନ୍ୟା ରାଶି- ବନ୍ଧୁଗଣ ଏହି ରାଶିର ବ୍ୟକ୍ତି ବିଶେଷ ଙ୍କୁ ଶୁଭ ପରିଣାମ ପ୍ରାପ୍ତ ହେବାକୁ ଯାଉଛି । ଏମାନଙ୍କୁ କାର୍ଯ୍ୟ କ୍ଷେତ୍ରରେ ସଫଳତା ହାସଲ ହେବ । ବ୍ୟାପାର ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ଲାଭ ପ୍ରାପ୍ତ ହେବ । ଧନ ପ୍ରାପ୍ତି ର ଯୋଗ ବନୁଅଛି । ପ୍ରତିଯୋଗୀ କ୍ଷେତ୍ରରେ ମଧ୍ୟ ସଫଳତା ହାସଲ କରିବେ । ବିବାହ କୁ ନେଇ ଥିବା ସମସ୍ୟା ଦୂର ହେବ । ଏହା ସହିତ ଆପଣଙ୍କ ପାରିବାରିକ ତଥା ଦାମ୍ପତ୍ୟ ଜୀବନ ମଧୁର ହେବ । ଆପଣ ହସଖୁସିରେ ନିଜର ଜୀବନ ଅତିବାହିତ କରିବେ ।

୨. ମିଥୁନ ରାଶି- ଏହି ରାଶିର ବ୍ୟକ୍ତି ବିଶେଷ ଙ୍କୁ ସୁଖଦ ପରିଣାମ ପ୍ରାପ୍ତ ହେବ । ଏମାନେ ସମସ୍ତ କ୍ଷେତ୍ରରେ ଉନ୍ନତି ହାସଲ କରିବେ । ଏମାନଙ୍କ କୌଣସି ଅଟକି ରହି ଯାଇଥିବା ସରକାରୀ କାମ ପୂର୍ଣ ହେବ । ଏମାନଙ୍କ କଳାତ୍ମକ ଶକ୍ତି ର ବିକାଶ ହେବ । ପ୍ରତିଯୋଗୀ ଏବଂ ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଅନୁକୂଳ ରହିବ । ସାମଜରେ ମାନ ସମ୍ମାନ ପ୍ରତିଷ୍ଠା ହେବ ଏବଂ ବିଦେଶ ଯାତ୍ରା ର ଯୋଗ ମଧ୍ୟ ରହିଛି ।

୩. ମୀନ ରାଶି- ଏହି ରାଶିର ବ୍ୟକ୍ତି ବିଶେଷ ଙ୍କ ଜୀବନ ରେ ଏହି ପରିବର୍ତ୍ତନ ଯୋଗୁଁ ବିଭିନ୍ନ ପ୍ରକାର ପରିବର୍ତ୍ତନ ଆସିବ । ଏମାନେ ଧର୍ମ କର୍ମ କାର୍ଯ୍ୟ ରେ ଲିପ୍ତ ରହିବେ । ଏମାନଙ୍କ ଆଧ୍ୟାତ୍ମିକ ଶକ୍ତି ର ଉଜାଗର ହେବ । ଚାକିରୀ କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ ପଦୋନ୍ନତି ମଧ୍ୟ ପ୍ରାପ୍ତି ହେବ । ଏହା ସହିତ ସରକାରୀ କ୍ଷେତ୍ରରେ ଆପଣ କରିଥିବା ଆବେଦନ ରେ ମଧ୍ୟ ଆପଣଙ୍କୁ ସଫଳତା ପ୍ରାପ୍ତ ହେବ ।

୪. ମକର ରାଶି- ଏହି ରାଶିର ବ୍ୟକ୍ତି ଙ୍କୁ ସଫଳ ପରିଣାମ ପ୍ରାପ୍ତ ହେବ । ଏମାନଙ୍କୁ ଚାକିରୀ ଓ ବ୍ୟାପାର ଉଭୟ କ୍ଷେତ୍ରରେ ସଫଳତା ହାସଲ ହେବ । ଆଧ୍ୟାତ୍ମିକ କାର୍ଯ୍ୟ ରେ ରୁଚି ବଢ଼ିବ । ଏହା ସହିତ ଆପଣ ବିଦେଶ ନଗରିକତ୍ୱ ତଥା ଚାକିରୀ ପାଇଁ କରିଥିବା ସରକାରୀ ଆବେଦନ ମଧ୍ୟ ସଫଳ ହେବ । ଏହା ସହିତ ଏହୂ ରାଶିର ବ୍ୟକ୍ତି ଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ ଏବଂ ଭୌତିକ ସୁଖ ର ବୃଦ୍ଧି ହେବ । ଏହି ରାଶି ମାନଙ୍କ ଉପରେ ଆସନ୍ତା ସମୟରେ କେବଳ ଧନର ବର୍ଷା ହେବ ।

ବନ୍ଧୁଗଣ ଆମେ ଆଶା କରୁଛୁ କି ଆପଣଙ୍କୁ ଏହି ଖବର ଭଲ ଲାଗିଥିବ । ତେବେ ଏହାକୁ ନିଜ ବନ୍ଧୁ ପରିଜନ ଙ୍କ ସହ ସେୟାର୍ ନିଶ୍ଚୟ କରନ୍ତୁ । ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରନ୍ତୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *